• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th July 2023: ଏହି ରାଶିର ବ୍ୟକ୍ତି... ଆଜି ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି

ସୌର କର୍କଟ ମାସ ଶ୍ରାବଣ (ମଳ) ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ରବିବାର । ଚନ୍ଦ୍ର- ବିଛା ରାତ୍ରି ୧୧.୩୩ ଗତେ ଧନୁ । ତିଥି- ୧୨ଶୀ ଦିବା ୧୦.୩୪ ଗତେ ୧୩ଶୀ । ଘାତ ଚନ୍ଦ୍ର- ତୁଳା, କୁମ୍ଭ ଅହୋରାତ୍ର । ଘାତ ବାର- ମେଷ । ପୁଷ୍କର ଦୋଷ- ୨ପାଦ- କୃଷି ଓ ପଶୁହାନୀ- ଭୂମି ଓ ଅନ୍ନଦାନ ଦିବା ୧୦.୩୪ ଗତେ ୧ପାଦ-କୃଷିହାନୀ-ଭୂମିଦାନ ।

Libra

ତୁଳା

Sunday 30 Jul 2023

ଚିତ୍ରା- ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ଅଧିକାଂଶ ସମୟ ମନ ଅସ୍ଥିର ରହିବା କାରଣରୁ କାମ ଗୁଡିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପାରେ । ଜୀବନ ସାଥିଙ୍କ ସହିତ ସାମଞ୍ଜସ୍ୟ ବଜାୟ ରହିବ ।

ସ୍ୱାତୀ- ବିଭିନ୍ନ ପ୍ରତିବନ୍ଧକ ମଧ୍ୟରେ କାମ ଠିକ୍ ଭାବେ ସମ୍ପନ୍ନ ହେବା କଷ୍ଟକର ହେବ । ଶତ୍ରୁ ମାନେ ହଠାତ୍ ମିତ୍ରତା ସାଜିବା ପାଇଁ ଚେଷ୍ଟିତ ହେବେ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ ।

ବିଶାଖା – ବହୁ ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିପାରନ୍ତି । ମହିଳା ମାନେ ଧୌର୍ଯ୍ୟ ଧରି କାମ କରିଲେ କାର‌୍ୟ୍ୟରେ ବିଜୟଲାଭ କରିବେ । ସାମ୍ବାଦିକତା କ୍ଷେତ୍ରରେ ପ୍ରଶଂସା ସାଉଟିବେ । ବିଦ୍ୟାର୍ଥୀମାନେ ପଢାରେ ଏକାଗ୍ରତା ରକ୍ଷା କରିବେ ।

ପ୍ରତିକାର – ଧଳା ବା ନୀଳ ରଙ୍ଗର ପୋଷାକ ପରିଧାନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :