• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th July 2023: ଏହି ରାଶିର ବ୍ୟକ୍ତି... ଆଜି ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି

ସୌର କର୍କଟ ମାସ ଶ୍ରାବଣ (ମଳ) ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ରବିବାର । ଚନ୍ଦ୍ର- ବିଛା ରାତ୍ରି ୧୧.୩୩ ଗତେ ଧନୁ । ତିଥି- ୧୨ଶୀ ଦିବା ୧୦.୩୪ ଗତେ ୧୩ଶୀ । ଘାତ ଚନ୍ଦ୍ର- ତୁଳା, କୁମ୍ଭ ଅହୋରାତ୍ର । ଘାତ ବାର- ମେଷ । ପୁଷ୍କର ଦୋଷ- ୨ପାଦ- କୃଷି ଓ ପଶୁହାନୀ- ଭୂମି ଓ ଅନ୍ନଦାନ ଦିବା ୧୦.୩୪ ଗତେ ୧ପାଦ-କୃଷିହାନୀ-ଭୂମିଦାନ ।

Scorpio

ବିଛା

Sunday 30 Jul 2023

ବିଶାଖା- ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ଲାଗିରହିଥିବା ମତାନ୍ତର ଦୂର ହୋଇଯିବ । ସହମର୍କୀଙ୍କ କଥାରେ ପ୍ରଭାବିତ ହୋଇ କୈାଣସି ନୂତନ କାମ କରିପାରନ୍ତି । ବୈବାହିକ ବନ୍ଧନରେ ବାନ୍ଧି ହୋଇପାରନ୍ତି ।

ଅନୁରାଧା- ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ । ଘରୋଇ କଂପାନୀରେ ଚାକିରି ମିଳିପାରେ । ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି । ରାଜନୀତିରେ ସତ୍ୟବାଦୀ ହେବେ ।

ଜ୍ୟେଷ୍ଠା – ବ୍ୟାଙ୍କରୁ ଋଣ ପାଇବାର ପଥ ପରିଷ୍କାର ହୋଇଯିବ । ପୁରୁଣା ବନ୍ଧୁଙ୍କ ସହିତ ଦିନଟି ବିତାଇବେ । ଜମିଜମା କ୍ଷେତ୍ରରେ ଅଶାନୁରୂପ ସଫଳତା ମିଳିବ । ମହିଳାମାନେ ଅର୍ଥଲାଭ କରିବେ । ମାଲିମକଦ୍ଧମାରେ ଜୟଯୁକ୍ତ ହେବେ ।

ପ୍ରତିକାର- ବିଦ୍ଧି ପୂର୍ବକ ଶିବ ପୂଜା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :