• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th July 2023: ଏହି ରାଶିର ବ୍ୟକ୍ତି... ଆଜି ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି

ସୌର କର୍କଟ ମାସ ଶ୍ରାବଣ (ମଳ) ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ରବିବାର । ଚନ୍ଦ୍ର- ବିଛା ରାତ୍ରି ୧୧.୩୩ ଗତେ ଧନୁ । ତିଥି- ୧୨ଶୀ ଦିବା ୧୦.୩୪ ଗତେ ୧୩ଶୀ । ଘାତ ଚନ୍ଦ୍ର- ତୁଳା, କୁମ୍ଭ ଅହୋରାତ୍ର । ଘାତ ବାର- ମେଷ । ପୁଷ୍କର ଦୋଷ- ୨ପାଦ- କୃଷି ଓ ପଶୁହାନୀ- ଭୂମି ଓ ଅନ୍ନଦାନ ଦିବା ୧୦.୩୪ ଗତେ ୧ପାଦ-କୃଷିହାନୀ-ଭୂମିଦାନ ।

Sagittarius

ଧନୁ

Sunday 30 Jul 2023

ମୂଳା – ସ୍ୱାସ୍ଥ୍ୟଗତ ସମସ୍ୟାରୁ ମୁକ୍ତି ପାଇବେ । କୌଣସି କାମ ସଂପୂର୍ଣ୍ଣ ହେବା ଯୋଗୁଁ ମନ ଖୁସି ରହିବ । ନୂତନ ପୋଷାକ ଅଳଙ୍କାର ନିଜପାଇଁ କିଣି ପାରନ୍ତି । ପାରିବାରିକ ଜୀବନ ଭୃତ୍ୟଲାଭ ଯୋଗ ରହିଛି ।

ପୂ , ଷାଢା – ସରକାରୀ ସହୟତା ପାଇବେ ବା ଉଚ୍ଚପଦସ୍ଥ ଅଧିକାରୀଙ୍କ ଅନୁକମ୍ପା ହାସଲ କରିବେ । ରାଜନୀତି ଦୃଢ ହେବା ସହିତ ମୂଖ୍ୟ ଭୂମିକା ନିର୍ବାହ କରିବେ । ବିଦ୍ୟାର୍ଥୀ ମାନେ ପଢାପଢିରେ ଓ ପରୀକ୍ଷାରେ କୃତକାର୍ଯ୍ୟ ହେବେ ।

ଉ , ଷାଢା- ବେପାରରେ ଯୋଜନା ବଦ୍ଧ ରୂପେ କାମ କରିବେ । ଆର୍ଥିକ ଲାଭ ସହ ସମ୍ପତ୍ତି ବୃଦ୍ଧି ହେବ । ଜମିବାଡି ସମ୍ବନ୍ଧୀୟ ମତାନ୍ତର ସୃଷ୍ଟି ହେବ । ମହିଳା ମାନେ ପୂଜା, ପାଠରେ ମନ ଲଗାଇବେ ।

ପ୍ରତିକାର – ଶନି ଦେବଙ୍କ ପୂଜା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :