• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th July 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୩୦ ତାରିଖ ମଙ୍ଗଳବାର,ଚନ୍ଦ୍ର- ବୃଷ ଅହୋରାତ୍ର,ତିଥି- ୧୦ମୀ ଦିବା ୦୪.୪୫ ଗତେ ୧୧ଶୀ,ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର,ଘାତବାର- ମକର ରାଶିର ,ପୁଷ୍କର ଦୋଷ- ୨ ପାଦ କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୧୦.୨୩ ଗତେ ୧ ପାଦ-କୃଷିହାନି-ଭୂମିଦାନ

Taurus

ବୃଷ

Tuesday 30 Jul 2024

ଜୀବନରେ ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ । ରାଜନୀତିରେ ସଫଳତା ପାଇ ପାରନ୍ତି । ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି । ନୂଆ କଳାକୈାଶଳ ଶିଖିବାକୁ ସୁଯୋଗ ମିଳିବ । ମହିଳା ମାନେ ଧର୍ମପରାୟଣ ହେବେ । ପ୍ରିୟତମଙ୍କ ସହ ଆପଣଙ୍କ ସମ୍ବନ୍ଧ ଭଲ ହେବ

ପ୍ରତିକାର – ଶ୍ୱେତଚନ୍ଦନ କର୍ପୂର ମିଶେଇ ମସ୍ତକରେ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :