• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th July 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୩୦ ତାରିଖ ମଙ୍ଗଳବାର,ଚନ୍ଦ୍ର- ବୃଷ ଅହୋରାତ୍ର,ତିଥି- ୧୦ମୀ ଦିବା ୦୪.୪୫ ଗତେ ୧୧ଶୀ,ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର,ଘାତବାର- ମକର ରାଶିର ,ପୁଷ୍କର ଦୋଷ- ୨ ପାଦ କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୧୦.୨୩ ଗତେ ୧ ପାଦ-କୃଷିହାନି-ଭୂମିଦାନ

Aquarius

କୁମ୍ଭ

Tuesday 30 Jul 2024

ପ୍ରେମ ପ୍ରତି ବିସ୍ୱାସ ବଢିବ । କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । ପାରିବାରିକ ସହଯୋଗ ମିଳିବା ଦ୍ୱାରା ଧନ ଲାଭର ସୁଯୋଗ ଆସିବ । ମନ ଭୁଲାଣିୟା କଥା କହି ସହକର୍ମୀଙ୍କ ଦ୍ୱାରା କାମଟି କରାଇ ନେବେ । ଅଦାଲତରେ ଜୟଯୁକ୍ତ ହେବେ । ଆପଣଙ୍କ କାମରେ ଜୀବନ ସାଥି ପ୍ରଂଶନ ରହିବେ ।

ପ୍ରତିକାର – ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :