• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th July 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୩୦ ତାରିଖ ମଙ୍ଗଳବାର,ଚନ୍ଦ୍ର- ବୃଷ ଅହୋରାତ୍ର,ତିଥି- ୧୦ମୀ ଦିବା ୦୪.୪୫ ଗତେ ୧୧ଶୀ,ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର,ଘାତବାର- ମକର ରାଶିର ,ପୁଷ୍କର ଦୋଷ- ୨ ପାଦ କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୧୦.୨୩ ଗତେ ୧ ପାଦ-କୃଷିହାନି-ଭୂମିଦାନ

Gemini

ମିଥୁନ

Tuesday 30 Jul 2024

ବୈବାହିକ ଜୀବନ ସୁଖମୟ ହେବ । ବିଦ୍ୟାର୍ଥୀ ମାନଙ୍କ ପାଇଁ ଶୁଭ ଦାୟକ ରହିବ । ରାଜନିତିରେ ସମର୍ଥନ ହ୍ରାସ ପାଇବ । ଆପଣଙ୍କର ଭଲ ବ୍ୟବହାରରେ ସହକର୍ମୀ ପ୍ରଭାବିତ ହେବେ । ଦୀର୍ଘ ଦିନର ଅପେକ୍ଷାରେ ଭଲ ସୁଯୋଗ ପାଇବେ । ଲକ୍ଷ୍ୟକୁ ନେଇ ଯାତ୍ରା ସମ୍ପର୍ଣ୍ଣ କରିବେ ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :