• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th July 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୩୦ ତାରିଖ ମଙ୍ଗଳବାର,ଚନ୍ଦ୍ର- ବୃଷ ଅହୋରାତ୍ର,ତିଥି- ୧୦ମୀ ଦିବା ୦୪.୪୫ ଗତେ ୧୧ଶୀ,ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର,ଘାତବାର- ମକର ରାଶିର ,ପୁଷ୍କର ଦୋଷ- ୨ ପାଦ କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୧୦.୨୩ ଗତେ ୧ ପାଦ-କୃଷିହାନି-ଭୂମିଦାନ

Leo

ସିଂହ

Tuesday 30 Jul 2024

ଶାରିରୀକ ଦୁର୍ବଳତା ଦେଖାଦେବ । ମିତ୍ର ବନ୍ଧୁ ମାନଙ୍କ ପରିସର ବୃଦ୍ଧି ପାଇବ । କାରବାର ବୃଦ୍ଧି ପାଇଁ ଉପାୟ ଫଳପ୍ରଦ ହେବ। ପ୍ରେମରେ ସଫଳତା ଅନୁଭବ କରିବେ । ସହକର୍ମୀଙ୍କ ସାହାଯ୍ୟ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନୀତ କରିବେ କ୍ଷ ମନ ପ୍ରଫୁଲୀତ ରହିବ। ପଢାପଢିରେ ସର୍ମ୍ପୂର୍ଣ୍ଣ ଅବହେଳା ଘଟିବ ଓ ପଛେଇଯିବ

ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :