• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th July 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୩୦ ତାରିଖ ମଙ୍ଗଳବାର,ଚନ୍ଦ୍ର- ବୃଷ ଅହୋରାତ୍ର,ତିଥି- ୧୦ମୀ ଦିବା ୦୪.୪୫ ଗତେ ୧୧ଶୀ,ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର,ଘାତବାର- ମକର ରାଶିର ,ପୁଷ୍କର ଦୋଷ- ୨ ପାଦ କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୧୦.୨୩ ଗତେ ୧ ପାଦ-କୃଷିହାନି-ଭୂମିଦାନ

Virgo

କନ୍ୟା

Tuesday 30 Jul 2024

ବ୍ୟାବସାୟୀ ମାନଙ୍କର ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ । ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ ।ଉନ୍ନତ ଜ୍ଞାନ କୈାଶଳରେ କାର‌୍ୟ୍ୟ କରୁଥିବା ଲୋକମାନଙ୍କ ପାଇଁ ବିଶେଷ ଶୁଭ ହେବ । ପରୀକ୍ଷାରେ ସଫଳ ହେବା ସହ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ଦୁଶ୍ଚିନ୍ତା ଦୂର ହେବ ।

ପ୍ରତିକାର - ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :