• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th July 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୩୦ ତାରିଖ ମଙ୍ଗଳବାର,ଚନ୍ଦ୍ର- ବୃଷ ଅହୋରାତ୍ର,ତିଥି- ୧୦ମୀ ଦିବା ୦୪.୪୫ ଗତେ ୧୧ଶୀ,ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର,ଘାତବାର- ମକର ରାଶିର ,ପୁଷ୍କର ଦୋଷ- ୨ ପାଦ କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୧୦.୨୩ ଗତେ ୧ ପାଦ-କୃଷିହାନି-ଭୂମିଦାନ

Scorpio

ବିଛା

Tuesday 30 Jul 2024

ରାଜନିତିରେ ଆଶା କରିଥିବା ଖବର ପାଇ ଖୁସୀ ହୋଇ ଯିବେ । ଗୃହ ସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ କରିପାରିବେ । ଆଇନ୍ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରଦେବ । ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହି ।

ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :