• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th July 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୩୦ ତାରିଖ ମଙ୍ଗଳବାର,ଚନ୍ଦ୍ର- ବୃଷ ଅହୋରାତ୍ର,ତିଥି- ୧୦ମୀ ଦିବା ୦୪.୪୫ ଗତେ ୧୧ଶୀ,ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର,ଘାତବାର- ମକର ରାଶିର ,ପୁଷ୍କର ଦୋଷ- ୨ ପାଦ କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୧୦.୨୩ ଗତେ ୧ ପାଦ-କୃଷିହାନି-ଭୂମିଦାନ

Sagittarius

ଧନୁ

Tuesday 30 Jul 2024

ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ । ରୋଜଗାର ନୂତନ ସୁଯୋଗ ସୃଷ୍ଟି ହେବ । ଫିଲ୍ମ ଉଦ୍ୟୋଗି କ୍ଷେତ୍ରରେ ଥିବା ଭଲ ସୁଯୋଗ ମିଳିବ । ରାଜନୈତିକ ସମର୍ଥନ ପାଇବେ । ପଢାପଢିରେ ଶୁଭଫଳ ମିଳିବ । କାର‌୍ୟ୍ୟ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ , ଯାହା ଦ୍ୱାରା ଭବିଷ୍ୟତ ଉଜ୍ଜଳ ହେବ । ନୂଆ ନୂଆ ବନ୍ଧୁ ସୃଷ୍ଟି କରିବେ ।

ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :