• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th July 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୩୦ ତାରିଖ ମଙ୍ଗଳବାର,ଚନ୍ଦ୍ର- ବୃଷ ଅହୋରାତ୍ର,ତିଥି- ୧୦ମୀ ଦିବା ୦୪.୪୫ ଗତେ ୧୧ଶୀ,ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର,ଘାତବାର- ମକର ରାଶିର ,ପୁଷ୍କର ଦୋଷ- ୨ ପାଦ କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୧୦.୨୩ ଗତେ ୧ ପାଦ-କୃଷିହାନି-ଭୂମିଦାନ

Capricorn

ମକର

Tuesday 30 Jul 2024

ନମ୍ର ସ୍ୱଭାବ ସହ ମୁରବିଙ୍କ ସହିତ କଥାବାର୍ତା ହୁଅନ୍ତୁ । ପରିଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ । ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇପାରିବେ । କାର‌୍ୟ୍ୟଦକ୍ଷିତା ପ୍ରଦର୍ଶନ କରି ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ । ରାଜନୀତିରେ ସୁନାମ ଅର୍ଜନ କରିପାରବେ

ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :