Daily Horoscope 30th July 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୩୦ ତାରିଖ ମଙ୍ଗଳବାର,ଚନ୍ଦ୍ର- ବୃଷ ଅହୋରାତ୍ର,ତିଥି- ୧୦ମୀ ଦିବା ୦୪.୪୫ ଗତେ ୧୧ଶୀ,ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର,ଘାତବାର- ମକର ରାଶିର ,ପୁଷ୍କର ଦୋଷ- ୨ ପାଦ କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୧୦.୨୩ ଗତେ ୧ ପାଦ-କୃଷିହାନି-ଭୂମିଦାନ

Aries

ମେଷ

Tuesday 30 Jul 2024

ସ୍ୱାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ । ବନ୍ଧୁଙ୍କ ପରାମର୍ଶରେ କିଛି ନୂତନ କାମ ଆରମ୍ଭ କରିବେ । ବ୍ୟବସାୟରେ ଦୂର ସ୍ଥାନକୁ ଯାତ୍ରା କରିବେ । ଆପଣଙ୍କ ବ୍ୟଙ୍ଗାତ୍ମକ ବ୍ୟବହାର ଲୋକଙ୍କୁ ପ୍ରଭାବିତ କରିବ । ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ । ପୂର୍ବରୁ କରିଥିବା କାମରୁ ଲାଭ ମିଳିପାରେ ।

ପ୍ରତିକାର - ମଙ୍ଗଳଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :