ଅଶ୍ୱନୀ- ସମ୍ପର୍କୀୟଙ୍କ ସହଯୋଗକ୍ରମେ ଆନୁଷ୍ଠାନିକ କାମ ପ୍ରତି ମନ ବଳାଇବେ । ପାରିବାରିକ କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। ବୈବାହିକ ଜୀବନରେ ସଂପର୍କ ନିବିଡ ହେବାକୁ ଲାଗିବ ।
ପୁନର୍ବସୁ- ଆକସ୍ମିକଭାବରେ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ସାହାଯ୍ୟ କାରୀ ବ୍ୟକ୍ତିଙ୍କ ସହିତ ପରିଚୟ ହେବ । ଛାତ୍ରଛାତ୍ରୀମାନେ ଅଧ୍ୟୟନ ପ୍ରତି ଉତ୍ସାର୍ଗୀକୃତ ହୋଇ ଏକାଗ୍ରତ ସହିତ ସବୁକିଛି କରିବେ । ପୁଷ୍ୟା- ପ୍ରଶାସନିକ ସ୍ତରରେ ଅପରାହ୍ନରେ ସମସ୍ୟାର ସମାଧାନ ହୋଇଯିବ। ପାରିବାରିକ ସ୍ତରରେ ଅର୍ଥାଭାବ ଯୋଗୁ ବିଚଳିତ ହୋଇପାରନ୍ତି। ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ଅଶ୍ଲେଷା- ପାରିପାର୍ଶ୍ୱିକ ପରିସ୍ଥିତି ଓ ପରିବେଶ ଆପଣଙ୍କ ପାଇଁ ସୁଖଦ ଅନୁଭୂତି ଆଣିଦେବ। ଜନ ସମାଜରେ ଆଦୃତି ଲାଭ ସାଙ୍ଗକୁ ଯାନବାହନ, ପ୍ରଶାସନ ସକାଶେ ଅନୁକୂଳତା ଅନୁଭବ କରିବେ ।
ପ୍ରତିକାର – ମିଠା ଦହି ଖାଇ ଘରୁ ବାହାରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨
ଅଶ୍ୱନୀ- ସମ୍ପର୍କୀୟଙ୍କ ସହଯୋଗକ୍ରମେ ଆନୁଷ୍ଠାନିକ କାମ ପ୍ରତି ମନ ବଳାଇବେ । ପାରିବାରିକ କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। ବୈବାହିକ ଜୀବନରେ ସଂପର୍କ ନିବିଡ ହେବାକୁ ଲାଗିବ ।