• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th June 2023: ଏହି ରାଶିର ମହିଳା ମାନଙ୍କୁ ଆଜି କର୍ମକ୍ଷେତ୍ରରେ ପଦୋନ୍ନତି ମିଳିପାରେ

ସୌର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ଶୁକ୍ରବାର । ଚନ୍ଦ୍ର – ତୁଳା ଦିବା ୧୦.୨୮ ଗତେ ବିଛା । ତିଥି- ୧୨ଶୀ ରାତ୍ରି ୦୧.୧୭ ଗତେ ୧୩ଶୀ । ଘାତ ଚନ୍ଦ୍ର – ନାସ୍ତି । ଘାତ ବାର – ବିଛା, ଧନୁ ଓ ମୀନ । ପୁଷ୍କର ଦୋଷ – ୨ ପାଦ ପଶୁ ଓ ବଂଶହାନୀ- ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୦୪.୦୯ ।

Aries

ମେଷ

Friday 30 Jun 2023

ଅଶ୍ୱନୀ- ପୁରୁଣା ରୋଗରୁ ଆରୋଗ୍ୟ ଲାଭ କରିବେ । ବନ୍ଧୁଙ୍କ ସହ କଥାବାର୍ତ୍ତାରେ ଭଲ ପରାମର୍ଶ ପାଇବେ । ଖଣିଜ, ଧାତବ ଦ୍ରବ୍ୟ, ଖାଦ୍ୟଦ୍ରବ୍ୟାଦି ବ୍ୟବସାୟରୁ ଲାଭ ମିଳିବ ।

ଦ୍ୱିଜା- ଦକ୍ଷତା ପାଇଁ ପ୍ରଂଶସିତ ହେଲେ ମଧ୍ୟ ପଦୋନ୍ନତି ମିଳି ନପାରେ । ସାମାଜିକ ଗଣ ମାଧ୍ୟମରେ ଦୀର୍ଘଦୀନ ଧରି ରହିବେ । ସରକାରୀ ଚାକିରିଆଙ୍କୁ ଭଲ କାମ ପାଇଁ ପ୍ରୋତ୍ସାହନ ମିଳିବ ।

କୃତିକା- ବିଦ୍ୟାର୍ଥୀ କୌଣସି ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଫର୍ମ ଭରିବେ । ମହିଳାମାନଙ୍କ ଜୀବନ ସୁଖ ସନ୍ତୋଷରେ କଟିବ । ରାଜନନୀତିଜ୍ଞମାନେ ବାସ୍ତବତା ହୃଦୟଙ୍ଗମ କରି ଦରିଦ୍ର ଜନତାଙ୍କ ସେବା କରିବେ ।

ପ୍ରତିକାର - କୌଣସି ଲାଲ୍ ବର୍ଣ୍ଣର କୁକୁରକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :