• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th June 2023: ଏହି ରାଶିର ମହିଳା ମାନଙ୍କୁ ଆଜି କର୍ମକ୍ଷେତ୍ରରେ ପଦୋନ୍ନତି ମିଳିପାରେ

ସୌର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ଶୁକ୍ରବାର । ଚନ୍ଦ୍ର – ତୁଳା ଦିବା ୧୦.୨୮ ଗତେ ବିଛା । ତିଥି- ୧୨ଶୀ ରାତ୍ରି ୦୧.୧୭ ଗତେ ୧୩ଶୀ । ଘାତ ଚନ୍ଦ୍ର – ନାସ୍ତି । ଘାତ ବାର – ବିଛା, ଧନୁ ଓ ମୀନ । ପୁଷ୍କର ଦୋଷ – ୨ ପାଦ ପଶୁ ଓ ବଂଶହାନୀ- ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୦୪.୦୯ ।

Aquarius

କୁମ୍ଭ

Friday 30 Jun 2023

ଧନିଷ୍ଠା- ଜୀବନ ଶୈଳୀରେ ସାବଧାନତା ଅବଲମ୍ବନ କଲେ ସବୁ ପୁରୁଣା ରୋଗରୁ ମୁକ୍ତି ମିଳିବ । ପରିବାରରେ ହସଖୁସିର ବାତାବରଣ ଖେଳିଯିବ । ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ ।

ଶତଭିଷା- ଶିକ୍ଷାରେ ଉତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ । ବଡ଼ କଂପାନିରୁ ଚାକିରି ପାଇଁ ଡାକରା ଆସିବ । ସାମାଜିକ କାର୍ଯ୍ୟରେ ଭାଗନେଇ ଗଠନ ମୂଳକ କାର‌୍ୟ୍ୟପାଇଁ ପ୍ରସ୍ତୁତି ଆରମ୍ଭ କରିବେ ।

ପୂ , ଭାଦ୍ରପଦ – ନିର୍ବାଚନ କ୍ଷେତ୍ରରେ ଶତ୍ରୁମାନଙ୍କୁ ମୁକାବିଲା କରି ପାରିବେ । ସମ୍ପତ୍ତି ବଢ଼ାଇବାର ଯୋଜନା ସଫଳ ହେବ । ମହିଳାମାନେ ଅଳ୍ପ ପ୍ରୟାସରେ କାମ ପୂର୍ଣ୍ଣ କରିବେ ।

ପ୍ରତିକାର- ରାହୁଙ୍କ ମନ୍ତ୍ର ପାଠ କରି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :