• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th June 2023: ଏହି ରାଶିର ମହିଳା ମାନଙ୍କୁ ଆଜି କର୍ମକ୍ଷେତ୍ରରେ ପଦୋନ୍ନତି ମିଳିପାରେ

ସୌର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ଶୁକ୍ରବାର । ଚନ୍ଦ୍ର – ତୁଳା ଦିବା ୧୦.୨୮ ଗତେ ବିଛା । ତିଥି- ୧୨ଶୀ ରାତ୍ରି ୦୧.୧୭ ଗତେ ୧୩ଶୀ । ଘାତ ଚନ୍ଦ୍ର – ନାସ୍ତି । ଘାତ ବାର – ବିଛା, ଧନୁ ଓ ମୀନ । ପୁଷ୍କର ଦୋଷ – ୨ ପାଦ ପଶୁ ଓ ବଂଶହାନୀ- ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୦୪.୦୯ ।

Pisces

ମୀନ

Friday 30 Jun 2023

ପୂ , ଭାଦ୍ରପଦ- ସ୍ୱାସ୍ଥ୍ୟ ଚିକିତ୍ସା ପାଇଁ ଉତ୍ତମ ଦିନ ରହିବ । ପ୍ରେମିକ ପ୍ରେମିକାଙ୍କ ଲାଗି ଭଲ ଦିନଟିଏ । ଧାତୁ ବ୍ୟବସାୟୀ, ଔଷଧ ଦୋକାନ, ଭୋଜନାଳୟ, କଳକାରଖାନା, ଖଣିଜପଦାର୍ଥ ଆଦି ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ ।

ଉ , ଭଦ୍ରପଦ - ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ । ବିଜ୍ଞାନ ଛାତ୍ରୀ ସଫଳତା ପାଇବେ । ରାଜନୀତିରେ ସମସ୍ତଙ୍କ ପ୍ରତି ନମ୍ର ବ୍ୟବହାର ରହିବ । ଟଙ୍କା ନିବେଶ କରିଲେ ଆଶାତୀତ ଲାଭ ପାଇବେ ।

ରେବତୀ- ସମାଜ ସେବା କରିବାରେ ମନୋଭାବ ପୋଷଣ କରିବେ । ଗୃହ ନିର୍ମାଣ ବା ଯାନବାହ. ଭୂମି କ୍ରୟ କରି ପାରିବେ । ମହିଳାମାନେ ସୁସ୍ୱାଦ ଭୋଜନ କରିବେ ।

ପ୍ରତିକାର- ଖଣ୍ଡ ହଳଦିକୁ ଘୋରି ହଳଦିଆ ତିଲକ କରି ଲଗାନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :