• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th June 2023: ଏହି ରାଶିର ମହିଳା ମାନଙ୍କୁ ଆଜି କର୍ମକ୍ଷେତ୍ରରେ ପଦୋନ୍ନତି ମିଳିପାରେ

ସୌର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ଶୁକ୍ରବାର । ଚନ୍ଦ୍ର – ତୁଳା ଦିବା ୧୦.୨୮ ଗତେ ବିଛା । ତିଥି- ୧୨ଶୀ ରାତ୍ରି ୦୧.୧୭ ଗତେ ୧୩ଶୀ । ଘାତ ଚନ୍ଦ୍ର – ନାସ୍ତି । ଘାତ ବାର – ବିଛା, ଧନୁ ଓ ମୀନ । ପୁଷ୍କର ଦୋଷ – ୨ ପାଦ ପଶୁ ଓ ବଂଶହାନୀ- ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୦୪.୦୯ ।

Gemini

ମିଥୁନ

Friday 30 Jun 2023

ମୃଗଶିରା- ପରିସ୍ରା ଜନିତ ରୋଗ ଦେଖା ଦେଇପାରେ । ଆପଣଙ୍କ ଆର୍ଥୀକ ସ୍ଥିତି ସୁଦୃଢ ରହିବ । ନିର୍ଦ୍ଧାରିତ ସମୟ ମଧ୍ୟରେ କାମ କରନ୍ତୁ ଆପଣଙ୍କୁ ଲାଭ ମିଳିବ । ଉତ୍ତମ ବୁଝାବଣା ମାଧ୍ୟମରେ ପରିବାରିକ ଜୀବନ ମଧୁମୟ ରହିବ ।

ଆଦ୍ରା- ସନ୍ତାନମାନଙ୍କ ସଫଳତା ଯୋଗୁ ମାନସିକ ସ୍ଥିତି ଭଲ ରହିବ । ବ୍ୟବସାୟରେ ନୂଆ ଶାଖା ଖୋଲିବା ପାଇଁ ଚେଷ୍ଟା କରିବେ । କର୍ମଚାରୀମାନେ ପରିଶ୍ରମର ଫଳ ପ୍ରାପ୍ତ କରିବେ ।

ପୁନର୍ବସୁ- ଶିକ୍ଷାକ୍ଷେତ୍ରରେ ଉନ୍ନତି କରିବା ସହିତ ସାଂସ୍କୃତିକ କାର୍ଯ୍ୟରେ ଲୋକ ପ୍ରିୟତା ଅର୍ଜନ କରିବେ । ସାମାଜିକ ସଂସାର କାମରେ ସହଯୋଗ କରିବେ । ଗୃହସୀମା ବିବାଦ ଦେଖାଦେଇ ପାରେ । ମହିଳା ମାନଙ୍କ ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ହେତୁକ ମନ ଉଦ୍ୱିଗ୍ନ ରହିବ ।

ପ୍ରତିକାର- ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :