• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th June 2023: ଏହି ରାଶିର ମହିଳା ମାନଙ୍କୁ ଆଜି କର୍ମକ୍ଷେତ୍ରରେ ପଦୋନ୍ନତି ମିଳିପାରେ

ସୌର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ଶୁକ୍ରବାର । ଚନ୍ଦ୍ର – ତୁଳା ଦିବା ୧୦.୨୮ ଗତେ ବିଛା । ତିଥି- ୧୨ଶୀ ରାତ୍ରି ୦୧.୧୭ ଗତେ ୧୩ଶୀ । ଘାତ ଚନ୍ଦ୍ର – ନାସ୍ତି । ଘାତ ବାର – ବିଛା, ଧନୁ ଓ ମୀନ । ପୁଷ୍କର ଦୋଷ – ୨ ପାଦ ପଶୁ ଓ ବଂଶହାନୀ- ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୦୪.୦୯ ।

Cancer

କର୍କଟ

Friday 30 Jun 2023

ପୁନର୍ବସୁ- ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ନିତିଦିନିଆ କାମ ସହଜରେ ପୂରା ହୋଇଯିବ । ଜୀବନ ସାଥିଙ୍କ ସହଯୋଗରେ ଆଗକୁ ବଢିବାର ସୁଯୋଗ ପାଇବେ । ବ୍ୟବସାୟରେ ଧନଲାଭର ନୂଆ ଉତ୍ସ ତଲାସ କରିବେ ।

ପୁଷ୍ୟା- ଛାତ୍ରଛାତ୍ରୀମାନେ ସେମାନଙ୍କ ପରିଶ୍ରମ ଅନୁଯାୟୀ ଫଳ ମିଳିବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିମାନେ ମାନ ସମ୍ମାନ ପାଇବେ । ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ ।

ଅଶ୍ଳେଷା- ଜମିଜମା କ୍ରୟ ବା ନୂତନ ଗୃହ ନିର୍ମାଣ କରିବେ । ଶତ୍ରୁମାନେ ମଥାନତ କରିବେ । ମହିଳା ମାନେ କର୍ମକ୍ଷେତ୍ରରେ ପଦୋନ୍ନତିର ସଂକେତ ପାଇବେ । ଖେଳାଳି ମାନେ ସତର୍କ ରହିବା ଆବଶ୍ୟକ ।

ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :