• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th June 2023: ଏହି ରାଶିର ମହିଳା ମାନଙ୍କୁ ଆଜି କର୍ମକ୍ଷେତ୍ରରେ ପଦୋନ୍ନତି ମିଳିପାରେ

ସୌର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ଶୁକ୍ରବାର । ଚନ୍ଦ୍ର – ତୁଳା ଦିବା ୧୦.୨୮ ଗତେ ବିଛା । ତିଥି- ୧୨ଶୀ ରାତ୍ରି ୦୧.୧୭ ଗତେ ୧୩ଶୀ । ଘାତ ଚନ୍ଦ୍ର – ନାସ୍ତି । ଘାତ ବାର – ବିଛା, ଧନୁ ଓ ମୀନ । ପୁଷ୍କର ଦୋଷ – ୨ ପାଦ ପଶୁ ଓ ବଂଶହାନୀ- ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୦୪.୦୯ ।

Virgo

କନ୍ୟା

Friday 30 Jun 2023

ଉ , ଫାଲଗୁନୀ – ମଧୁମେୟ ରୋଗର ସମ୍ମୁଖୀନ ହୋଇପାରନ୍ତି । ପରିବାରରେ ହସଖୁସିର ବାତାବରଣ ଜାରି ରହିବ । ଆପଣ କରିଆସୁଥିବା ଉଦ୍ୟମରେ ସଫଳ ହେବେ । ବିଦ୍ୟାରେ ଉନ୍ନତି କରିବେ ।

ହସ୍ତା – ପୂର୍ବ ବ୍ୟବସାୟ ଚୁକ୍ତିରୁ ଆପଣଙ୍କୁ ଅଚାନକ ଲାଭ ହେବ । କର୍ମକ୍ଷେତ୍ରରେ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ ଓ ଉଚ୍ଚ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ । ଛାତ୍ରଛାତ୍ରୀ ମାନେ ପଢାରେ ମନୋନିବେଶ କରିବେ ।

ଚିତ୍ରା – ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ରହିଛି । ମହିଳା ମାନେ ବିଦେଶ ଯାତ୍ରା କରି ପାରିବେ । ସତର୍କ ହୋଇ ଟଙ୍କା ଖର୍ଚ୍ଚ ନକରିଲେ ଅସୁବିଧାରେ ପଡ଼ିପାରନ୍ତି । ସିନେତାରକା ମାନେ ଭଲ ନାମ କମାଇବେ ।

ପ୍ରତିକାର- ବୁଧଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :