• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th June 2023: ଏହି ରାଶିର ମହିଳା ମାନଙ୍କୁ ଆଜି କର୍ମକ୍ଷେତ୍ରରେ ପଦୋନ୍ନତି ମିଳିପାରେ

ସୌର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ଶୁକ୍ରବାର । ଚନ୍ଦ୍ର – ତୁଳା ଦିବା ୧୦.୨୮ ଗତେ ବିଛା । ତିଥି- ୧୨ଶୀ ରାତ୍ରି ୦୧.୧୭ ଗତେ ୧୩ଶୀ । ଘାତ ଚନ୍ଦ୍ର – ନାସ୍ତି । ଘାତ ବାର – ବିଛା, ଧନୁ ଓ ମୀନ । ପୁଷ୍କର ଦୋଷ – ୨ ପାଦ ପଶୁ ଓ ବଂଶହାନୀ- ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୦୪.୦୯ ।

Capricorn

ମକର

Friday 30 Jun 2023

ଉ , ଷାଢା – ଉଚ୍ଚ ସ୍ଥାନରୁ ପଡ଼ି ଯାଇ ଗୋଡରେ ଆଘାତ ଲାଗିପାରେ । ଘରର ପରିବେଶ ଶାନ୍ତିପୂର୍ଣ୍ଣ ରହିବ । କାମରେ ଆପଣଙ୍କର ଏକାଗ୍ରତା ବଜାୟ ରହିବ । ପ୍ରେମୀଯୁଗଳ ଏକାନ୍ତରେ ସମୟ କାଟିବେ ।

ଶ୍ରବଣା- ବ୍ୟବସାୟରେ ଅଚାନକ ଧନ ଲାଭ ହୋଇପାରେ । ଛାତ୍ରଛାତ୍ରୀମାନେ ସୁଖ୍ୟାତି ଅର୍ଜନ କରିବା ସହିତ ସବୁ ପ୍ରକାର ସହଯୋଗ କରିବେ । ରାଜନୀତିରେ ଆର୍ଥୀକ ଲାଭ ମିଳିବ । ସାହିତ୍ୟିକଙ୍କ ଲାଗି ଦିନଟି ଭଲ ରହିବ ।

ଧନିଷ୍ଠା- ଓକିଲ ପୁରୁଣା ମକଦ୍ଦମାରେ ଜୟଲାଭ କରିବେ । ମହିଳା ମାନେ ସୁନା ଅଳଙ୍କାର କିଣିବା ଲାଗି ଭାବିବେ । ଦୃଢସଂକଳ୍ପ ଓ ଆତ୍ମବିଶ୍ୱାସ ଭରପୁର ରହିବ ଏବଂ ଅଧିକ ଧନ ଅର୍ଜନ କରିବାର ରାସ୍ତା ଖୋଲିଯିବ ।

ପ୍ରତିକାର- ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :