• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th June 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରିବେ

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୩୦ ତାରିଖ ରବିବାର,ଚନ୍ଦ୍ର- ମୀନ ପ୍ରାତଃ ୦୭.୩୪ ଗତେ ମେଷ । ତିଥି- ୯ମୀ ଦିବା ୧୨.୧୯ ଗତେ ୧୦ମୀ,ଘାତଚନ୍ଦ୍ର- ଧନୁ ରାଶିର, ପ୍ରାତଃ ୦୭.୩୪ ଗତେ ମେଷ ରାଶିର ଘାତବାର- ମେଷ ରାଶିର,ପୁଷ୍କର ଦୋଷ- ୧ପାଦ-କୃଷିହାନି-ଭୂମିଦାନ

Aries

ମେଷ

Sunday 30 Jun 2024

ଅଶ୍ୱନୀ- ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ । ବ୍ୟବସାୟରେ ଲାଭବାନ୍ ହେବେ । ଚାକିରିରେ ପଦ ମର‌୍ୟ୍ୟଦା ପ୍ରାପ୍ତ ହୋଇପାରେ । ସାଂସାରିକ ଜୀବନରେ ଚିନ୍ତିତ ରହିବେ ।

ଦ୍ୱିଜା- ନୂଆ କାମ ହାସଲ କରିବେ । ରାଜନୀତିରେ ବିବାଦରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ବିଦ୍ୟାର୍ଥୀ ମାନେ ପଢାରେ ଚିନ୍ତିତ ରହିବେ । କର୍ମ କ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକିଥିବା କାମରେ ଅଗ୍ରଗତି ଘଟିବ ।

କୃତିକା- ହଠାତ୍ କୈାଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ନିଜ ଲୋକ କେହି ଆପଣଙ୍କୁ ହଇରାଣରେ ପକାଇ ପାରନ୍ତି । ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି ।

ପ୍ରତିକାର - ହନୁମାନଙ୍କର ଆରାଧନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :