• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th June 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରିବେ

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୩୦ ତାରିଖ ରବିବାର,ଚନ୍ଦ୍ର- ମୀନ ପ୍ରାତଃ ୦୭.୩୪ ଗତେ ମେଷ । ତିଥି- ୯ମୀ ଦିବା ୧୨.୧୯ ଗତେ ୧୦ମୀ,ଘାତଚନ୍ଦ୍ର- ଧନୁ ରାଶିର, ପ୍ରାତଃ ୦୭.୩୪ ଗତେ ମେଷ ରାଶିର ଘାତବାର- ମେଷ ରାଶିର,ପୁଷ୍କର ଦୋଷ- ୧ପାଦ-କୃଷିହାନି-ଭୂମିଦାନ

Leo

ସିଂହ

Sunday 30 Jun 2024

ମଘା- ଶାରିରୀକ ଦୁର୍ବଳତାରୁ ମୁକ୍ତି ପାଇବେ । ପାରିପାରିକ ଜୀବନ ସୁଖକର ହୋଇପାରେ । ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଥ ଖୋଲିବ । କର୍ମକ୍ଷେତ୍ରରେ କିଛି ନୂଆ ଅଭୀଜ୍ଞତା ହାସଲ କରିବେ ।

ପୂ,ଫାଲଗୁନି- ବ୍ୟବସାୟରେ ସୈଜନ୍ୟ ହାନି ଘଟିବ । ଦଳୀୟ ନେତାଙ୍କ ସହିତ କୈାଣସି କଥା ଆଲୋଚନା କରିପାରନ୍ତି । ଛାତ୍ରମାନେ ଏକାଗ୍ରତାର ସହ ପଢାରେ ମନ ଲଗାଇବେ

ଉ,ଫାଲଗୁନି- କଳାକାର ମାନଙ୍କୁ ଭଲ ସୁଯୋଗ ମିଳିବ । ମାଲିମକଦ୍ଧମାରେ ଜୟଯୁକ୍ତ ହେବେ । ମହିଳା ମାନେ ଅନ୍ୟକୁ ସାହାର‌୍ୟ୍ୟ କରିବେ ।

ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :