• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th June 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରିବେ

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୩୦ ତାରିଖ ରବିବାର,ଚନ୍ଦ୍ର- ମୀନ ପ୍ରାତଃ ୦୭.୩୪ ଗତେ ମେଷ । ତିଥି- ୯ମୀ ଦିବା ୧୨.୧୯ ଗତେ ୧୦ମୀ,ଘାତଚନ୍ଦ୍ର- ଧନୁ ରାଶିର, ପ୍ରାତଃ ୦୭.୩୪ ଗତେ ମେଷ ରାଶିର ଘାତବାର- ମେଷ ରାଶିର,ପୁଷ୍କର ଦୋଷ- ୧ପାଦ-କୃଷିହାନି-ଭୂମିଦାନ

Virgo

କନ୍ୟା

Sunday 30 Jun 2024

ଉ,ଫଳଗୁନି- ଜୀବନସାଥୀଙ୍କ ସହିତ ବିବାଦ ଗ୍ରସ୍ତ ହୋଇପାରନ୍ତି । ଅଭାବ ନ ଥିଲେ ମଧ୍ୟ ଅନାବଶ୍ୟକ ଖର୍ଚ୍ଚରୁ ପରିବାରରେ ମତଭେଦ ତୀବ୍ର ହେବା ଆଶଙ୍କା ରହିଛି । ସାମାଜିକ ସ୍ତରରେ ସମ୍ପର୍କ ବୃଦ୍ଧି ପାଇଲେ ମଧ୍ୟ ସ୍ବାସ୍ଥ୍ୟଗତ ସମସ୍ୟା ଦେଖାଦେବ ।

ହସ୍ତା- କର୍ମକ୍ଷେତ୍ରରେ ଛୋଟ କଥାରୁ ସମାଲୋଚିତ ହୋଇପାରନ୍ତି । ଟିକିଏ ଟିକିଏ କଥାରେ ରାଗି ଯାହା ମନକୁ ଆସିଲା କହି ପକାଇବା ଦ୍ୱାରା କିଛି ସମସ୍ୟା ଆସିପାରେ । ରାଜନିତି କ୍ଷେତ୍ରରେ କୈାଶଳପୂର୍ଣ୍ଣ ଦୃଢ ପଦଦେକ୍ଷପ ନେବେ

ଚିତ୍ରା- ଖୋଜୁଥିବା ଜିନିଷର ସନ୍ଧାନ ଡେରିରେ ମିଳିବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ। ସମସ୍ୟା ସୁଧାରିବା ସକାଶେ ନିଜକୁ କିଛି କରିବାକୁ ପଡ଼ିବ । ସନ୍ଦେହାତ୍ମକ ବାତାବରଣ ମଧ୍ୟରେ ଅଣନିଃଶ୍ୱାସୀ ହେବାକୁ ପଡ଼ିପାରେ।

ପ୍ରତିକାର - ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :