• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th June 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରିବେ

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୩୦ ତାରିଖ ରବିବାର,ଚନ୍ଦ୍ର- ମୀନ ପ୍ରାତଃ ୦୭.୩୪ ଗତେ ମେଷ । ତିଥି- ୯ମୀ ଦିବା ୧୨.୧୯ ଗତେ ୧୦ମୀ,ଘାତଚନ୍ଦ୍ର- ଧନୁ ରାଶିର, ପ୍ରାତଃ ୦୭.୩୪ ଗତେ ମେଷ ରାଶିର ଘାତବାର- ମେଷ ରାଶିର,ପୁଷ୍କର ଦୋଷ- ୧ପାଦ-କୃଷିହାନି-ଭୂମିଦାନ

Scorpio

ବିଛା

Sunday 30 Jun 2024

ବିଶାଖା- କୌଣସି କଥାକୁ ଠିକ୍ ଭାବେ ବିଚାର ନ କରି ଓ ଭୁଲ୍ ନିଷ୍ପତ୍ତି ନେଇ ପରେ ଅନୁତାପ କରିପାରନ୍ତି । ବ୍ୟୟ ବୃଦ୍ଧି ଦେଖାଦେଲେ ମଧ୍ୟ , ଆୟ ବଜାୟ ରହିବ । ପରିବାରରେ ମହିଳା ମାନଙ୍କର ସ୍ୱାସ୍ଥ୍ୟରେ କିଛି ମାତ୍ରାରେ ଅବନତି ଦେଖାଦେଇପାରେ ।

ଅନୁରାଧା- ଶିଳ୍ପ, ବାଣିଜ୍ୟ, ଶେୟାର ବଜାର କ୍ଷେତ୍ରରେ ସମସ୍ୟା ଦୂର ହେବ। ବନ୍ଧୁଙ୍କ ପରୋକ୍ଷ ଶତ୍ରୁତା ହେତୁ କିଛିଟା ବ୍ୟତିକ୍ରମ ଅବଶ୍ୟ ପରିଲକ୍ଷିତ ହେବ । ରାଜନୀତିରେ ବିରୋଧୀମାନେ ପରାଜିତ ହେବେ ।

ଜ୍ୟେଷ୍ଠା- ଅଫିସରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ଆଜିର କାମରେ ଲକ୍ଷ୍ୟ ହାସଲ ସକାଶେ କୂଟନୀତି ଅବଲମ୍ବନ କରିବେ। ଜମିଜମା କିମ୍ବା ଗୃହସୀମାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ଭୁଲ ବୁଝାମଣା ସୃଷ୍ଟି ହୋଇପାରେ।

ପ୍ରତିକାର – ମା ମଙ୍ଗଳା ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :