• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th June 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରିବେ

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୩୦ ତାରିଖ ରବିବାର,ଚନ୍ଦ୍ର- ମୀନ ପ୍ରାତଃ ୦୭.୩୪ ଗତେ ମେଷ । ତିଥି- ୯ମୀ ଦିବା ୧୨.୧୯ ଗତେ ୧୦ମୀ,ଘାତଚନ୍ଦ୍ର- ଧନୁ ରାଶିର, ପ୍ରାତଃ ୦୭.୩୪ ଗତେ ମେଷ ରାଶିର ଘାତବାର- ମେଷ ରାଶିର,ପୁଷ୍କର ଦୋଷ- ୧ପାଦ-କୃଷିହାନି-ଭୂମିଦାନ

Sagittarius

ଧନୁ

Sunday 30 Jun 2024

ମୂଳା- ଅନେକ ଦିନରୁ ଲାଗି ରହିଥିବା ଦେହ ପିଡାରୁ ମୁକ୍ତି ପାଇବେ । ଆପଣଙ୍କ ଧ୍ୟାନ ଧର୍ମ କାର‌୍ୟ୍ୟରେ ଲାଗି ରହିବ । କାର‌୍ୟ୍ୟ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ , ଯାହା ଦ୍ୱାରା ଭବିଷ୍ୟତ ଉଜ୍ଜଳ ହେବ

ପୂ,ଷାଢା- ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ । ବ୍ୟବସାୟ ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ହେବ । ରାଜନେତାଙ୍କ ସାହାର‌୍ୟ୍ୟ ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ

ଉ,ଷାଢା- ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର‌୍ୟ୍ୟ ହେବେ । ସମ୍ପତିକୁ ସାମାନ୍ୟ ଝଗଡା ଲାଗିପାରେ । ଉପଯୁକ୍ତ ଯୋନଜା ଦ୍ୱାରା କ୍ୟାରିୟରରେ ପରିବର୍ତନ ଭବିଷ୍ୟତ ଲାଗି ଲାଭଦାୟକ

ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :