• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th June 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରିବେ

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୩୦ ତାରିଖ ରବିବାର,ଚନ୍ଦ୍ର- ମୀନ ପ୍ରାତଃ ୦୭.୩୪ ଗତେ ମେଷ । ତିଥି- ୯ମୀ ଦିବା ୧୨.୧୯ ଗତେ ୧୦ମୀ,ଘାତଚନ୍ଦ୍ର- ଧନୁ ରାଶିର, ପ୍ରାତଃ ୦୭.୩୪ ଗତେ ମେଷ ରାଶିର ଘାତବାର- ମେଷ ରାଶିର,ପୁଷ୍କର ଦୋଷ- ୧ପାଦ-କୃଷିହାନି-ଭୂମିଦାନ

Capricorn

ମକର

Sunday 30 Jun 2024

ଉ,ଷାଢା- ପରିବାରରେ ଉତମ ବୁଝାମଣା ଦ୍ୱାରା ଉନ୍ନତି ଲାଭ କରିବେ । ଆନୁଷ୍ଠାନିକ କାମଗୁଡ଼ିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପଡ଼ିବ । ବାଣିଜ୍ୟ ବ୍ୟବସାୟରେ ଆର୍ଥିକ କ୍ଷତି ସହିବାକୁ ପଡିପାରେ ।

ଶ୍ରବଣା- ଚାହୁଁଥିବା ଦିଗରୁ ଅର୍ଥ ସହଯୋଗ ଆଶା ଭଣ୍ଡୁର ହୋଇଯିବ। କର୍ମକ୍ଷେତ୍ରରେ ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ। ଦୀର୍ଘଦିନର ପୁରୁଣା ରୋଗ ସକାଶେ ବିଶେଷ ଚିନ୍ତିତ ରହିପାରନ୍ତି।

ଧନିଷ୍ଠା- ସମ୍ପର୍କୀୟଙ୍କୁ ସାହାଯ୍ୟ କରିବାକୁ ଯାଇ ନିଜେ ଅସୁବିଧାରେ ପଡ଼ିପାରନ୍ତି। ବିଳମ୍ବରେ କାମଗୁଡ଼ିକ ସମ୍ପନ୍ନ ହେବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ । ପରିଜନଙ୍କ ସହ ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇବେ ଓ ଲକ୍ଷ୍ୟ ହାସଲ କରିବେ।

ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :