• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th March 2023: ଏହି ରାଶି ବ୍ୟକ୍ତିଙ୍କ ରାଜନୈତିକ କ୍ଷେତ୍ରରେ ବଢିବ ଲୋକ ସମ୍ପର୍କ, ଜାଣନ୍ତୁ...

ମହିଳା ମାନେ ସଙ୍ଗୀତ କ୍ଷେତ୍ରରେ ମନ ଲଗାଇବେ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ ।

Aries

ମେଷ

Thursday 30 Mar 2023

ଅଶ୍ୱନୀ- ଭଲ ଲୋକଙ୍କ ସହ ମିଶିବାର ଅବସର ପାଇବେ । ନୂତନ ଭାବେ ଆରମ୍ଭ କରୁଥିବା କାମରେ ନେତୃତ୍ୱ ନେଇ ପ୍ରଂଶସିତ ହେବେ । ଘରେ ଆଗନ୍ତୁକ ମାନଙ୍କ ସେବା କରି ଆନନ୍ଦିତ ରହିବେ ।

ଦ୍ୱିଜା- ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ । ନିଷ୍ପତ୍ତି ନେବାରେ ଦ୍ୱନ୍ଦର ସମ୍ମୁଖିନ ହେବାକୁ ପଡିପାରେ । କାଳକ୍ଷେପଣ ପଦ୍ଧତି ଅନୁଯାୟୀ ସମସ୍ୟାର ସମାଧାନ କରିବେ ।

କୃତିକା- ବିବାଦୀୟ ପରିସ୍ଥିତିକୁ ଦୃଢ ମୁକାବିଲା କରିବେ । ମହିଳା ମାନେ ସଙ୍ଗୀତ କ୍ଷେତ୍ରରେ ମନ ଲଗାଇବେ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ ।

ପ୍ରତିକାର - ନୃସିଂହ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :