• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th March 2023: ଏହି ରାଶି ବ୍ୟକ୍ତିଙ୍କ ରାଜନୈତିକ କ୍ଷେତ୍ରରେ ବଢିବ ଲୋକ ସମ୍ପର୍କ, ଜାଣନ୍ତୁ...

ମହିଳା ମାନେ ସଙ୍ଗୀତ କ୍ଷେତ୍ରରେ ମନ ଲଗାଇବେ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ ।

Taurus

ବୃଷ

Thursday 30 Mar 2023

କୃତିକା- ସବୁ ଭଲ କାମରେ ବିଳମ୍ବିତ ପ୍ରକ୍ରିୟା ଲାଗି ରହିବ । ଯାତ୍ରା ସମୟରେ ଦୁର୍ଘଟଣା ହେବାର ସମ୍ଭାବନା ଦେଖାଦେଇପାରେ । ହଜମ ଜନୀତ ସମସ୍ୟା ଦେଖା ଦେଇପାରେ । ବ୍ୟୟ ବୃଦ୍ଧି ଦେଖାଦେଲେ ମଧ୍ୟ ଆୟ ବଜାୟ ରହିବ

ରୋହିଣୀ- ଯାନବାହନ ଓ ସାମୟିକ ସମସ୍ୟା ଦେଖା ଦେଇପାରେ । ପରୋକ୍ଷ ଷଡଯନ୍ତ୍ର ମନରେ ହତାଶ ଭାବ ଦେଖା ଦେଇପାରେ । ପ୍ରିୟବ୍ୟକ୍ତିଙ୍କୁ ହରାଇ ମାନସିକ ଅସ୍ଥିରତା ଅନୁଭବ କରିବାକୁ ପଡିପାରେ

ମୃଗଶିରା- ସାମାଜିକ ଅନୁଷ୍ଠାନ ଦ୍ୱାରା ସମ୍ନାନିତ ହୋଇପାରନ୍ତି । ଶିକ୍ଷାର୍ଥୀ ମାନେ ଶିକ୍ଷାପ୍ରତି ଅଧିକ ଯତ୍ନଶୀଳ ରହିବେ । ରାଜନୈତିକ ନେତା ମାନେ ଶାନ୍ତିକାମୀ ହେବେ

ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :