• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th March 2023: ଏହି ରାଶି ବ୍ୟକ୍ତିଙ୍କ ରାଜନୈତିକ କ୍ଷେତ୍ରରେ ବଢିବ ଲୋକ ସମ୍ପର୍କ, ଜାଣନ୍ତୁ...

ମହିଳା ମାନେ ସଙ୍ଗୀତ କ୍ଷେତ୍ରରେ ମନ ଲଗାଇବେ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ ।

Aquarius

କୁମ୍ଭ

Thursday 30 Mar 2023

ଧନିଷ୍ଠା- ଗଳା ଜନିତ ସମସ୍ୟା ସହିତ ଶରୀରରେ ଅନ୍ୟ କିଛି ସକ୍ରମଣ ଦେଖାଦେଇପାରେ । ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ । ବ୍ୟବସାୟାଦି ବିଭିନ୍ନ ସଂସ୍ଥାରୁ ଧନର ଆଗମନ ହେବ

ଶତଭିଷା- ପୁରୁଣା ନେତାଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇପାରିବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଶ୍ରଦ୍ଧାର ପାତ୍ର ହେବ । ଚଳଚିତ୍ର, ସଙ୍ଗୀତ କ୍ଷେତ୍ରରେ ଥିବା ବ୍ୟକ୍ତି ମାନେ ଅଧିକ ଲାଭବାନ୍ ହେବେ ।

ପୂ, ଭାଦ୍ରପଦ- ଶତ୍ରୁକୁ ଶରଣାଗତ କରାଇପାରନ୍ତି । ମହିଳା ମାନେ ଉଦାର ସ୍ୱଭାବ ରହିବେ । ଉତ୍ତରାଧିକାରୀ ସୂତ୍ରରେ କୈାଣସି ସମ୍ପତ୍ତିର ମାଲିକାନା ପାଇପାରନ୍ତି । ଖେଳ କୁଦରେ ଖୁସି ରହିବେ ।

ପ୍ରତିକାର – ଦକ୍ଷିଣକାଳୀଙ୍କ ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :