• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th March 2023: ଏହି ରାଶି ବ୍ୟକ୍ତିଙ୍କ ରାଜନୈତିକ କ୍ଷେତ୍ରରେ ବଢିବ ଲୋକ ସମ୍ପର୍କ, ଜାଣନ୍ତୁ...

ମହିଳା ମାନେ ସଙ୍ଗୀତ କ୍ଷେତ୍ରରେ ମନ ଲଗାଇବେ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ ।

Pisces

ମୀନ

Thursday 30 Mar 2023

ପୂ, ଭାଦ୍ରପଦ- ନିଜ ସ୍ୱାସ୍ଥ୍ୟକୁ ନେଇ ଅଧିକ ଚିନ୍ତା କରନ୍ତୁନାହିଁ । ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ ।

ଉ, ଭାଦ୍ରପଦ- ଛୋଟ ଛୋଟ କଥାକୁ ନେଇ ପ୍ରେମୀ ଯୁଗଳଙ୍କ ମଧ୍ୟରେ ମତାନ୍ତର ହୋଇପାରେ । ଗରିବ ଲୋକଙ୍କୁ ଖୁସି ମନରେ ଦାନ ଧର୍ମ କଲେ ମାନସିକ ଅଶାନ୍ତିରୁ ମୁକ୍ତି ପାଇବେ । ଚଳଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଂଶସା ପାଇବେ ।

ରେବତୀ- ବିଦ୍ୟାର୍ଥୀମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଚେଷ୍ଟା କରିବେ । ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ ।

ପ୍ରତିକାର – ରାହୁଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :