• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th March 2023: ଏହି ରାଶି ବ୍ୟକ୍ତିଙ୍କ ରାଜନୈତିକ କ୍ଷେତ୍ରରେ ବଢିବ ଲୋକ ସମ୍ପର୍କ, ଜାଣନ୍ତୁ...

ମହିଳା ମାନେ ସଙ୍ଗୀତ କ୍ଷେତ୍ରରେ ମନ ଲଗାଇବେ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ ।

Gemini

ମିଥୁନ

Thursday 30 Mar 2023

ମୃଗଶିରା- ବାପା, ମା’ଙ୍କ ଆର୍ଶୀବାଦ ଲକ୍ଷ୍ୟସ୍ଥଳରେ ପହଞ୍ଚିବାରେ ସାହାଯ୍ୟ କରିବ । କର୍ମକ୍ଷେତ୍ରରେ କାରଣ ନ ଥାଇ ମଧ୍ୟ ଦୋଷୀ ସାବ୍ୟସ୍ତ ହେବାକୁ ପଡିପାରେ । କବିଙ୍କର କୈାଣସି କବିତାରେ ପ୍ରଂଶସା ମିଳିପାରେ ।

ଆଦ୍ରା- ଚାକିରିରେ ଦୂର ଯାତ୍ରାର ସମ୍ଭାବନା ରହିଛି । ଅଜଣା ଶତ୍ରୁ ଆପଣଙ୍କର କ୍ଷତି କରିପାରନ୍ତି । ଆର୍ଥିକ ସମସ୍ୟା କିଛି ମାତ୍ରାରେ ଲାଘବହେବ । ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ ।

ପୁନର୍ବସୁ- ପୂଜାପାଠ କରିବା ଦ୍ୱାରା ମନରେ ଶାନ୍ତି ଆସିବ । ମହିଳା ମାନେ ଆମୋଦ ପ୍ରମୋଦରେ ସମୟ ଅତିବାହିତ କରିବେ । ପଢାପଢିରେ ଓ ପରିକ୍ଷାରେ ସମଫଳ ମିଳିବ ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :