• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th March 2023: ଏହି ରାଶି ବ୍ୟକ୍ତିଙ୍କ ରାଜନୈତିକ କ୍ଷେତ୍ରରେ ବଢିବ ଲୋକ ସମ୍ପର୍କ, ଜାଣନ୍ତୁ...

ମହିଳା ମାନେ ସଙ୍ଗୀତ କ୍ଷେତ୍ରରେ ମନ ଲଗାଇବେ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ ।

Cancer

କର୍କଟ

Thursday 30 Mar 2023

ପୁନର୍ବସୁ – ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳତା ପାଇବେ । ସାବଧାନ ରୁହନ୍ତୁ ସଡକ ଦୁର୍ଘଟଣା ହୋଇପାରେ । ବେପାରରେ ପ୍ରଚୁର ଲାଭ ମିଳିବ

ପୁଷ୍ୟା – ରାଜନୀତିରେ ସକ୍ରିୟ ଭୂମିକା ଗ୍ରହଣ କରିବେ । ଚାକିରିରେ କିଛି ପରିବର୍ତ୍ତନ ଆସିପାରେ । ସହପାଠୀ ଓ ଶିକ୍ଷକଙ୍କର ପୂର୍ଣ୍ଣରୂପେ ସହଯୋଗ ପାଇବେ

ଅଶ୍ଳେଷା - ଧାର ଦେଇଥିବା ପଇସା ଫେରସ୍ତ ପାଇବେ । ବରମ୍ବାର ସ୍ୱାସ୍ଥ୍ୟଗତ ସମସ୍ୟା ଚିନ୍ତାର କାରଣ ହେବ । ଆପଣଙ୍କର ପିତୃପୁରୁଷଙ୍କ ଘର ପାଇପାରିବେ

ପ୍ରତିକାର – ମା’ ଭୁବନେଶ୍ୱରୀଙ୍କ ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :