• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th March 2023: ଏହି ରାଶି ବ୍ୟକ୍ତିଙ୍କ ରାଜନୈତିକ କ୍ଷେତ୍ରରେ ବଢିବ ଲୋକ ସମ୍ପର୍କ, ଜାଣନ୍ତୁ...

ମହିଳା ମାନେ ସଙ୍ଗୀତ କ୍ଷେତ୍ରରେ ମନ ଲଗାଇବେ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ ।

Virgo

କନ୍ୟା

Thursday 30 Mar 2023

ଉ- ଫାଲ୍‌ଗୁନୀ- ଖୁସି ଖବର ଶୁଣି ମନ ପ୍ରଫୁଲିତ ରହିବ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ । ଆମଦାନୀ ବଢଇବାର ନୂଆ ଯୋଜନା ମୁଣ୍ଡକୁ ଆସିପାରେ ।

ହସ୍ତା- ସାମାଜିକ କାର୍ଯ୍ୟରେ ଅଂଶଗ୍ରହଣ କରିବେ । ଛାତ୍ରଛାତ୍ରୀମାନେ ବନ୍ଧୁଙ୍କ ସହଯୋଗରେ ଆଗକୁ ଆଗେଇ ଚାଲିବେ । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ ।

ଚିତ୍ରା- ନିଜର ଆବଶ୍ୟକତା ପୂରଣ କରିବା ପାଇଁ ଋଣ ସୂତ୍ରରେ ଅର୍ଥ ପାଇପାରନ୍ତି । କୋର୍ଟ, କଚେରୀ ମାମଲା ଆପଣଙ୍କ ସପକ୍ଷରେ ଯିବ । ମହିଳା ମାନେ ପୂଜା ପାଠରେ ମନୋନିବେଶ କରିବେ ।

ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :