ମହିଳା ମାନେ ସଙ୍ଗୀତ କ୍ଷେତ୍ରରେ ମନ ଲଗାଇବେ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ ।
ଚିତ୍ରା- ପେଟ ସମସ୍ୟା ପ୍ରତି ସାବଧାନ ରହିବା ଆବଶ୍ୟକ । କର୍ମକ୍ଷେତ୍ରରେ ଶତ୍ରୁମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ନୂତନ ଯୋଜନାକୁ କାର୍ଯ୍ୟକାରୀ କରନ୍ତୁ ନାହିଁ ।
ସ୍ୱାତୀ- ରାଜନିତିରେ ଅନେକ ମହତ୍ୱପୂର୍ଣ୍ଣ ନିର୍ଣ୍ଣୟ ନେବେ ଯାହାକି ସମ୍ଭବ ହେବ ନାହିଁ । ଶିକ୍ଷାକ୍ଷେତ୍ରରେ ମନୋବାଞ୍ଚିତ ସ୍ଥାନରେ ପଢିବାର ସୁଯୋଗ ପାଇବେ । ବିଶେଷ ବ୍ୟକ୍ତିଙ୍କ ଠାରୁ ଶୁଭ ଖବର ପାଇବେ ।
ବିଶାଖା- ସମ୍ପତ୍ତିକୁ ନେଇ ପାରିବାରିକ ଦ୍ୱନ୍ଦ୍ୱ ଦୂରେଇ ଯିବ । ମହିଳା ମାନେ ନିଜ ବ୍ୟବହାରରେ ସଂଯମତା ରକ୍ଷା କରନ୍ତୁ । ଶୃଖଂଳିତ ଭାବରେ କର୍ମ କରି ସଫଳତା ପାଇବେ ।
ପ୍ରତିକାର – ଗୋମାତାଙ୍କୁ ସବୁଜ ଘାସ ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬