• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th March 2023: ଏହି ରାଶି ବ୍ୟକ୍ତିଙ୍କ ରାଜନୈତିକ କ୍ଷେତ୍ରରେ ବଢିବ ଲୋକ ସମ୍ପର୍କ, ଜାଣନ୍ତୁ...

ମହିଳା ମାନେ ସଙ୍ଗୀତ କ୍ଷେତ୍ରରେ ମନ ଲଗାଇବେ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ ।

Scorpio

ବିଛା

Thursday 30 Mar 2023

ବିଶାଖା – ଆତ୍ମବିଶ୍ୱାସ ଓ ଆଶାକୁ ନେଇ ଆଗକୁ ବଢିବେ । ଲୋକଙ୍କ ସହିତ ଖୋଲା ମନରେ କଥା ହୁଅନ୍ତୁ । ଭ୍ରମଣ ଉପରେ ଆଧାରିତ କାର୍ଯ୍ୟରେ ଲାଭ ହେବ

ଅନୁରାଧା – କୌଣସି କାମ ଆରମ୍ଭ କରି ଅବଶ୍ୟ ସଫଳତା ପାଇବେ । ସମାଜ ସେବାରେ ମନ ବଳାଇବେ । କଠିନ ପରିଶ୍ରମ କରୁଥିବା ଛାତ୍ରମାନଙ୍କ ଆଶା ଶେଷରେ ପୂରଣ ହେବ

ଜ୍ୟେଷ୍ଠା – ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ନୂତନ ଯାନବାହନ କିଣିବାରେ ସକ୍ଷମ ହୋଇପାରନ୍ତି

ପ୍ରତିକାର – ମା’ ଚର୍ଚ୍ଚିକାଙ୍କ ପୂଜା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :