• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th March 2023: ଏହି ରାଶି ବ୍ୟକ୍ତିଙ୍କ ରାଜନୈତିକ କ୍ଷେତ୍ରରେ ବଢିବ ଲୋକ ସମ୍ପର୍କ, ଜାଣନ୍ତୁ...

ମହିଳା ମାନେ ସଙ୍ଗୀତ କ୍ଷେତ୍ରରେ ମନ ଲଗାଇବେ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ ।

Sagittarius

ଧନୁ

Thursday 30 Mar 2023

ମୂଳା- ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି । ଔଷଧ ସମ୍ବନ୍ଧୀୟ ବ୍ୟବସାୟରେ ଅନେକ ସଫଳତା ପାଇବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବେ ।

ପୂ, ଷାଢା- ଶିଳ୍ପ ବାଣିଜ୍ୟରେ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ । କିଛି ଯାନ୍ତ୍ରିକ ଜିନିଷ ଉପକରଣ କ୍ରୟ କରିପାରନ୍ତି । ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବିଦେଶକୁ ଯାଇପାରନ୍ତି ।

ଉ, ଷାଢା- ପୈତୃକ ସମ୍ପତ୍ତିର ସମାଧାନ ହୋଇଯିବ । ପଛ କଥା ନଭାବି ବର୍ତ୍ତମାନ ପରିସ୍ଥିତିକୁ ସାମ୍ନା କରିବେ । ସୁନ୍ଦର କଳ୍ପନାରେ ବିଭୋର ରହିବେ ।

ପ୍ରତିକାର – ଶ୍ରୀ ରାମଙ୍କୁ ଆରଧନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :