• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th March 2023: ଏହି ରାଶି ବ୍ୟକ୍ତିଙ୍କ ରାଜନୈତିକ କ୍ଷେତ୍ରରେ ବଢିବ ଲୋକ ସମ୍ପର୍କ, ଜାଣନ୍ତୁ...

ମହିଳା ମାନେ ସଙ୍ଗୀତ କ୍ଷେତ୍ରରେ ମନ ଲଗାଇବେ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ ।

Capricorn

ମକର

Thursday 30 Mar 2023

ଉ, ଷାଢା- ପିଲାମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ । ଭାଇ-ବନ୍ଧୁଙ୍କ ସହିତ ସମ୍ପର୍କ ଭଲ ରହିବ ।

ଶ୍ରବଣା- ଯେତେ ଚେଷ୍ଟା କରିଲେ ମଧ୍ୟ ପରିଶ୍ରମ ମୁତାବକ କମ୍ ଫଳ ପାଇବେ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡିପାରନ୍ତି । ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି ।

ଧନିଷ୍ଠା- ବିଦ୍ୟାର୍ଥୀ ମାନେ ଗୁରୁଜନମାନଙ୍କ ଆଜ୍ଞା ପାଳନ କରିବେ । ମହିଳା ମାନେ ଅଳଙ୍କାର କ୍ରୟ କରିପାରନ୍ତି । କିଣା ବିକା ବେଳେ ସାବଧନତା ଅବଲମ୍ବନ କରନ୍ତୁ ।

ପ୍ରତିକାର – ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :