• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th March 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂରସ୍ଥାନକୁ ଯାତ୍ରାର ଯୋଗ ରହିଛି

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୩୦ ତାରିଖ ଶନିବାର । ଚନ୍ଦ୍ର- ବିଛା ଅହୋରାତ୍ର,ତିଥି- ୫ମୀ ରାତ୍ରି ୦୯.୧୪ ଗତେ ୬ଷ୍ଠୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ବୃଷ,ସିଂହ ଓ କନ୍ୟା ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Taurus

ବୃଷ

Saturday 30 Mar 2024

କୃତିକା- ଆପଣଙ୍କର ଭାଗ୍ୟ ଆପଣଙ୍କ ସହିତ ରହିବ ଏବଂ କମ୍ ପରିଶ୍ରମ ସତ୍ତ୍ୱେ ଅନୁକୂଳ ଫଳାଫଳ ପାଇବେ । ପରିବାର ସଦସ୍ୟଙ୍କ ମଧ୍ୟରେ ଥିବା ସମନ୍ୱୟ ବିଘ୍ନ ଆଣିପାରେ କିନ୍ତୁ ପରିସ୍ଥିତି ଧୀରେ ଧୀରେ ଭଲ ରହିବ ।

ରୋହିଣୀ- ସ୍ଥାବର ଅସ୍ଥାବର ସମ୍ପତିର ମାଲିକାନା ପାଇପାରନ୍ତି । ଶିକ୍ଷା ସହ ଜଡିତ କିଛି ଅସୁବିଧା ସାମ୍ନା କରିବାକୁ ପଡିପାରେ । ବିନା ସ୍ୱାର୍ଥରେ ଅନ୍ୟର ସହୟତା କରି ଖୁସି ଅନୁଭବ କରିବେ

ମୃଗଶିରା- ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । ଜମି , ଦଲାଲ୍ଙ୍କୁ ଯଥେଷ୍ଟ ଲାଭ ମିଳିବ । ସଫଳତା ପାଇଁ ପ୍ରୟାସ ଜାରି ରଖନ୍ତୁ । ସଙ୍ଗୀତରେ ରୁଚି ରଖିଥିବା ଲୋକଙ୍କୁ ଭଲ ଗୁରୁ ମିଳିବେ

ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :