• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th March 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂରସ୍ଥାନକୁ ଯାତ୍ରାର ଯୋଗ ରହିଛି

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୩୦ ତାରିଖ ଶନିବାର । ଚନ୍ଦ୍ର- ବିଛା ଅହୋରାତ୍ର,ତିଥି- ୫ମୀ ରାତ୍ରି ୦୯.୧୪ ଗତେ ୬ଷ୍ଠୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ବୃଷ,ସିଂହ ଓ କନ୍ୟା ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Aquarius

କୁମ୍ଭ

Saturday 30 Mar 2024

ପୂ, ଭାଦ୍ରପଦ- ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଦକ୍ଷେପ ଗ୍ରହଣ କରିବେ । ନିଜ ପରିବାରକୁ ଅଧିକ ସମୟ ଦେବା ସହିତ ହସ ଖୁସିରେ ସମୟ କାଟିବେ । ପ୍ରେମ ସମ୍ପର୍କକୁ ଦୃଢ କରିବେ

ଉ, ଭାଦ୍ରପଦ- ସମ୍ପତି କ୍ରୟ କରିବାର ସୁଯୋଗ ପାଇବେ । ବିଦ୍ୟାର୍ଥୀ କୈାଣସି ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଫର୍ମ ଭରିବେ । ବାଦବିବାଦ କ୍ଷେତ୍ରରେ ବିଜୟୀ ହେବେ । ରାଜନୀତିରେ ସକ୍ରିୟ ଭୂମିକା ନିର୍ବାହ କରିବେ

ରେବତୀ- ମହିଳା ମାନେ ସୁଖଭାଗିନୀ ହେବେ । କର୍ତୁପକ୍ଷ ଆପଣଙ୍କୁ କୈାଣସି ବଡ ଦାୟିତ୍ୱ ଦେବେ । କୈାଣସି ମୂଲ୍ୟବାନ ଦ୍ରବ୍ୟ ଘରକୁ ଆଣିବେ । ଦୀର୍ଘଦିନର ଆଶା ପୂରଣ ହୋଇପାରେ

ପ୍ରତିକାର – ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :