• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th March 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂରସ୍ଥାନକୁ ଯାତ୍ରାର ଯୋଗ ରହିଛି

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୩୦ ତାରିଖ ଶନିବାର । ଚନ୍ଦ୍ର- ବିଛା ଅହୋରାତ୍ର,ତିଥି- ୫ମୀ ରାତ୍ରି ୦୯.୧୪ ଗତେ ୬ଷ୍ଠୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ବୃଷ,ସିଂହ ଓ କନ୍ୟା ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Gemini

ମିଥୁନ

Saturday 30 Mar 2024

ମୃଗଶିରା- ଦେହ ଭଲ ରହିଲେ ମଧ୍ୟ ମନରେ ଭୟ ଦେଖାଦେବ । ଆୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ବିଦେଶରେ ଥିବା ସପଂର୍କୀୟ ଠାରୁ ଶୁଭ ଖବର ପାଇବେ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ

ଆଦ୍ରା- କାର‌୍ୟ୍ୟ ଦକ୍ଷତା ବୃଦ୍ଧି ପାଇବ । ସଭାସମିତିରେ ନିଜର ସୀମା ଭିତରେ ରହିବା ଭଲ ନହେଲେ ସାଧାରଣ କଥାରେ ମଧ୍ୟ ସମସ୍ୟା ଆସିବ । ପାଠ ପଢାରେ ପରିଶ୍ରମ କରିବାକୁ ପଡିବ । ପ୍ରସାସନ କ୍ଷେତ୍ରରେ ଶୁଭ ଫଳ ପାଇବେ

ପୁନର୍ବସୁ- କଳାକାର ମାନଙ୍କୁ ଭଲ ସୁଯୋଗ ମିଳିବ । କଚେରି ମାମଲାର ଶୁଣାଣିରେ ବିଳମ୍ବଜନିତ କ୍ଷୋଭ ପ୍ରକାଶ କରିପାରନ୍ତି । ମହିଳା ମାନଙ୍କର ଜୀବନ ସମସ୍ୟା ବହୁଳ ହୋଇପାରେ

ପ୍ରତିକାର – ପ୍ରଭୂ ଗଣେଷଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :