• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th March 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂରସ୍ଥାନକୁ ଯାତ୍ରାର ଯୋଗ ରହିଛି

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୩୦ ତାରିଖ ଶନିବାର । ଚନ୍ଦ୍ର- ବିଛା ଅହୋରାତ୍ର,ତିଥି- ୫ମୀ ରାତ୍ରି ୦୯.୧୪ ଗତେ ୬ଷ୍ଠୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ବୃଷ,ସିଂହ ଓ କନ୍ୟା ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Cancer

କର୍କଟ

Saturday 30 Mar 2024

ପୁନର୍ବସୁ- ଯାନବାହନରୁ ପତନର ଯୋଗ ରହିଅଛି । ଚାକିରୀ କ୍ଷେତ୍ରରେ ଭଲ ବେତନ ପାଇବେ । ଜୀବନସାଥୀଙ୍କ ମଧ୍ୟରେ ସାମାନ୍ୟ ତିକ୍ତତା ଦେଖା ଦେଇପାରେ । ପରିବାରରେ ଆପଣଙ୍କ ଗୁରୁତ୍ୱ ବୃଦ୍ଧି ପାଇବ

ପୁଷ୍ୟା- ସମ୍ପତି ବାଡିକୁ ନେଇ ସାମାନ୍ୟ ଚିନ୍ତା ଦେଖାଦେଇପାରେ । କ୍ୟାରିୟରକୁ ନେଇ ଗର୍ବିତ ଅନୁଭବ କରିବେ । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର‌୍ୟ୍ୟରେ ନିୟୋଜିତ ହୋଇପାରନ୍ତି

ଅଶ୍ଳେଷା- ନୂତନ ପୋଷାକ ଅଳଙ୍କାର ନିଜପାଇଁ କିଣି ପାରନ୍ତି । ଧର‌୍ୟ୍ୟର ସହିତ ସବୁ କାର‌୍ୟ୍ୟକୁ ସମାଧାନ କରିପାରିବେ । ନାନା ଭାବନା ଓ ଦ୍ୱିଧାଭାବ ଭିତରେ ଗତି କରି ପାରନ୍ତି । ପ୍ରତିଷ୍ଠିତ ଲୋକଙ୍କ ସହିତ ସୁସଂପର୍କ ସ୍ଥାପନ ହେବ

ପ୍ରତିକାର – ମା ଭୁବନେଶୂରୀଙ୍କର ପୂଜାର୍ଚ୍ଚନା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :