• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th March 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂରସ୍ଥାନକୁ ଯାତ୍ରାର ଯୋଗ ରହିଛି

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୩୦ ତାରିଖ ଶନିବାର । ଚନ୍ଦ୍ର- ବିଛା ଅହୋରାତ୍ର,ତିଥି- ୫ମୀ ରାତ୍ରି ୦୯.୧୪ ଗତେ ୬ଷ୍ଠୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ବୃଷ,ସିଂହ ଓ କନ୍ୟା ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Scorpio

ବିଛା

Saturday 30 Mar 2024

ବିଶାଖା- ଗାଡି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି । କର୍ମ କ୍ଷେତ୍ରରେ ସହଭାଗୀ ମାନଙ୍କ ସହ ଖୁସିରେ କାମ କରିବେ । ମହିଳା ମାନେ ମଧ୍ୟ କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ଓ ପ୍ରଂଶସା ପାଇବେ

ଅନୁରାଧା- ଘରେ ମାଙ୍ଗଳିକ କାର‌୍ୟ୍ୟ କରିବା ପାଇଁ ବିଚାର କରିବେ । ଆପଣଙ୍କ ଜୀବନ ସାଥୀଙ୍କ ସହିତ ସମ୍ପର୍କ ମଧୁର ରହିବ । କୈାଣସି ବଡ ବିନିଯୋଗ କରିବା ସହିତ ଆର୍ଥିକ ଅଭିବୃଦ୍ଧି ଘଟିବ ।

ଜ୍ୟୋଷ୍ଠା- ରାଜନୀତିରେ ଆଗକୁ ଯିବେ । ମହିଳା ମାନେ ଅନ୍ୟକୁ ଦେଇଥିବା ପ୍ରତିସୃତି ରକ୍ଷା କରିପାରିବେ ନାହିଁ । ଆପଣଙ୍କୁ ନୂଆ ଦାୟିତ୍ୱ ମିଳିପାରେ । ମସ୍ତିଷ୍କରୁ ଲାଗି ରହିଥିବା ସବୁ ଚିନ୍ତା ସମାପ୍ତ ହେବ

ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :