• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th March 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂରସ୍ଥାନକୁ ଯାତ୍ରାର ଯୋଗ ରହିଛି

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୩୦ ତାରିଖ ଶନିବାର । ଚନ୍ଦ୍ର- ବିଛା ଅହୋରାତ୍ର,ତିଥି- ୫ମୀ ରାତ୍ରି ୦୯.୧୪ ଗତେ ୬ଷ୍ଠୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ବୃଷ,ସିଂହ ଓ କନ୍ୟା ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Capricorn

ମକର

Saturday 30 Mar 2024

ଉ, ଷାଢା- ଫୁସଫୁସ ସଂକ୍ରମଣରେ ଆକ୍ରାନ୍ତ ହୋଇପାରନ୍ତି । ନିଜର ଦକ୍ଷତା ଅନୁସାରେ କର୍ମକ୍ଷେତ୍ରରେ ବଡ ଦାୟିତ୍ୱ ନେଇପାରନ୍ତି । ଭାଙ୍ଗିଯାଇଥିବା ସପଂର୍କ ପୁନର୍ବାର ଯୋଡି ହୋଇପାରେ ।

ଶ୍ରବଣା- ପୁସ୍ତକ ବ୍ୟବସାୟ, ପ୍ରସାଧନ ସାମଗ୍ରୀ ବ୍ୟବସାୟରେ ସଫଳତା ପାଇବେ । ବିଦ୍ୟାର୍ଥୀ ମାନେ ପଢାରେ ଶିକ୍ଷକଙ୍କ ସହାୟତା ପାଇବେ । ପରୋକ୍ଷ ଷଡଯନ୍ତ୍ର ମନରେ ହତାଶ ଭାବ ଦେଖା ଦେଇପାରେ

ଧନିଷ୍ଠା- ସଭା ସମିତିରେ କୈାଣସି କଥାରେ ଆପଣଙ୍କ ସପକ୍ଷେର ଯିବ ନାହିଁ । ପାଖରେ ଥିବା ଲୋକଟିର କଥା ସନ୍ଦେହ ଜନକ ରହିପାରେ । ଆର୍ଥିକ ଦିଗରୁ ସନ୍ତୋଷଜନକ ଫଳ ପାଇବେ

ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :