• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଚାକିରିରେ ଦୂର ଯାତ୍ରାର ସମ୍ଭାବନା ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ମଙ୍ଗଳବାର । ଚନ୍ଦ୍ର – କନ୍ୟା ଅହୋରାତ୍ର ,ତିଥି – ୧୦ମୀ ଦିବା ୦୧.୦୮ ଗତେ ୧୧ଶୀ,ଘାତ ଚନ୍ଦ୍ର – ବୃଷ ଅହୋରାତ୍ର,ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Aries

ମେଷ

Tuesday 30 May 2023

ଅଶ୍ୱନୀ- ନୂଆ ନୂଆ ଲୋକଙ୍କ ସହ ମିଶିବାର ଅବସର ପାଇବେ । ନୂତନ ଭାବେ ଆରମ୍ଭ କରୁଥିବା କାମରେ ନେତୃତ୍ୱ ନେଇ ପ୍ରଂଶସିତ ହେବେ । ଘରେ ଅତିଥି ମାନଙ୍କ ସେବା କରି ଆନନ୍ଦିତ ରହିବେ

ଦ୍ୱିଜା- ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ । ନିଷ୍ପତି ନେବାରେ ଦ୍ୱନ୍ଦର ସମ୍ମୁଖିନ ହେବାକୁ ପଡିପାରେ । କାଳକ୍ଷେପଣ ପଦ୍ଧତି ଅନୁଯାୟୀ ସମସ୍ୟାର ସମାଧାନ କରିବେ 

କୃତିକା- ବିବାଦୀୟ ପରିସ୍ଥିତିକୁ ଦୃଢ ମୁକାବିଲା କରିବେ । ମହିଳା ମାନେ ସଙ୍ଗୀତ କ୍ଷେତ୍ରରେ ମନ ଲଗାଇବେ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ

ପ୍ରତିକାର - ନୃସିଂହ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :