• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଚାକିରିରେ ଦୂର ଯାତ୍ରାର ସମ୍ଭାବନା ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ମଙ୍ଗଳବାର । ଚନ୍ଦ୍ର – କନ୍ୟା ଅହୋରାତ୍ର ,ତିଥି – ୧୦ମୀ ଦିବା ୦୧.୦୮ ଗତେ ୧୧ଶୀ,ଘାତ ଚନ୍ଦ୍ର – ବୃଷ ଅହୋରାତ୍ର,ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Taurus

ବୃଷ

Tuesday 30 May 2023

କୃତିକା- ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ବ୍ୟବସାୟରେ ଆୟ-ବ୍ୟୟ ସମାନ ରହିବ । ମନ ଆଧ୍ୟାତ୍ମିକତା ପ୍ରତି ଅଧିକ ରହିବ । ଆପଣଙ୍କ ସମ୍ପର୍କରେ ଆସୁଥିବା ପ୍ରତ୍ୟେକ ଲୋକଙ୍କ ସହ ପ୍ରେମପୂର୍ଣ୍ଣ ବ୍ୟବହାର କରିବେ ।

ରୋହିଣୀ- ଉଚ୍ଚପଦସ୍ଥ ଅଧୀକାରୀଙ୍କ ସହିତ ରହିବାର ସୁଯୋଗ ମିଳିବ । ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ବିଦ୍ୟାର୍ଥୀ ମାନେ ନାନା ସମସ୍ୟାରେ ଆଗେଇବେ

ମୃଗଶିରା- କୋର୍ଟରେ ଅପବ୍ୟବହାର ଦେଖାଇବେ । ଗୃହିଣୀ ମାନେ ଘର ସଜ୍ଜାରେ ବ୍ୟସ୍ତ ରହିବେ । ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତି ପୋଷଣ କରିବା କାରଣରୁ ଅଶାନ୍ତି ସୃଷ୍ଟି ହୋଇପାରେ ।

ପ୍ରତିକାର – ପାଣିରେ ଟିକେ ହଳଦୀ ମିଶେଇ ଗାଧାନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :