• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଚାକିରିରେ ଦୂର ଯାତ୍ରାର ସମ୍ଭାବନା ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ମଙ୍ଗଳବାର । ଚନ୍ଦ୍ର – କନ୍ୟା ଅହୋରାତ୍ର ,ତିଥି – ୧୦ମୀ ଦିବା ୦୧.୦୮ ଗତେ ୧୧ଶୀ,ଘାତ ଚନ୍ଦ୍ର – ବୃଷ ଅହୋରାତ୍ର,ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Aquarius

କୁମ୍ଭ

Tuesday 30 May 2023

ଧନିଷ୍ଠା- ଗଳା ଜନିତ ସମସ୍ୟା ସହିତ ଶରୀରରେ ଅନ୍ୟ କିଛି ସକ୍ରମଣ ଦେଖାଦେଇପାରେ । ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ । ବ୍ୟବସାୟାଦି ବିଭିନ୍ନ ସଂସ୍ଥାରୁ ଧନର ଆଗମନ ହେବ

ଶତଭିଷା- ପୁରୁଣା ନେତାଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତୁପକ୍ଷଙ୍କ ଶ୍ରଦ୍ଧାର ପାତ୍ର ହେବ । ଚଳଚିତ୍ର, ସଙ୍ଗିତ କ୍ଷେତ୍ରରେ ଥିବା ବ୍ୟକ୍ତି ମାନେ ଅଧିକ ଲାଭବାନ୍ ହେବେ ।

ପୂ, ଭାଦ୍ରପଦ- ଶତୃକୁ ଶରଣାଗତ କରାଇପାରନ୍ତି । ମହିଳା ମାନେ ଉଦାର ସ୍ୱଭାବ ରହିବେ । ଉତରାଧିକାରୀ ସୂତ୍ରରେ କୈାଣସି ସମ୍ପତିର ମାଲିକାନା ପାଇପାରନ୍ତି । ଖେଳ କୁଦରେ ଖୁସି ରହିବେ ।

ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :