• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଚାକିରିରେ ଦୂର ଯାତ୍ରାର ସମ୍ଭାବନା ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ମଙ୍ଗଳବାର । ଚନ୍ଦ୍ର – କନ୍ୟା ଅହୋରାତ୍ର ,ତିଥି – ୧୦ମୀ ଦିବା ୦୧.୦୮ ଗତେ ୧୧ଶୀ,ଘାତ ଚନ୍ଦ୍ର – ବୃଷ ଅହୋରାତ୍ର,ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Pisces

ମୀନ

Tuesday 30 May 2023

ପୂ, ଭାଦ୍ରପଦ- ଶାରିରୀକ କ୍ରିଡା ଭୋଗିଲେ ମଧ୍ୟ ଅନ୍ୟ ସମସ୍ତ କର୍ମରେ ଶୁଭଫଳ ପାଇବେ । ପ୍ରେମିକ ପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ । ନୂଆ ଲୋକଙ୍କ ସହ ସାକ୍ଷାତରେ ଆପଣଙ୍କୁ ଲାଭ ହେବ । ଘରର ବାତାବରଣ ଶାନ୍ତିମୟ ରହିବ

ଉ, ଭାଦ୍ରପଦ- ବ୍ୟବସାୟରେ ବିଦେଶକୁ ଯାଇ ଲାଭ ପାଇବେ । ଚାକିରିଆଙ୍କୁ ନୂଆ ପ୍ରକଳ୍ପ ଦାୟିତ୍ୱ ମିଳିବ । ଛାତ୍ର ମାନେ ମୈଳିକ ବୁ୍ଦ୍ଧିର ଉପଯୋଗ କରିବେ । ଆପଣଙ୍କ ଶକ୍ତିର ସ୍ତର ଉଚ୍ଚା ରହିବ ।

ରେବତୀ- କୋର୍ଟର ତାରିଖ ସ୍ଥିର ଧାର୍ଯ୍ୟ ହେବ । ମହିଳା ମାନେ କର୍ମତତ୍ପର ରହିବେ । ସରକାରୀ କ୍ଷେତ୍ରରେ ଲାଭ ହେବାର ସମ୍ଭାବନା ଅଛି । ଲେଖକ ଓ କଳାକାରଙ୍କ ଲାଗି ସମୟ ଅନୁକୂଳ ରହିବ

ପ୍ରତିକାର- ଗୋମାତାଙ୍କୁ ଗୁଡ,ବୁଟ, ପାଚୀଲା କନ୍ଦଳୀ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :