• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଚାକିରିରେ ଦୂର ଯାତ୍ରାର ସମ୍ଭାବନା ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ମଙ୍ଗଳବାର । ଚନ୍ଦ୍ର – କନ୍ୟା ଅହୋରାତ୍ର ,ତିଥି – ୧୦ମୀ ଦିବା ୦୧.୦୮ ଗତେ ୧୧ଶୀ,ଘାତ ଚନ୍ଦ୍ର – ବୃଷ ଅହୋରାତ୍ର,ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Gemini

ମିଥୁନ

Tuesday 30 May 2023

ମୃଗଶିରା- ବାପା, ମାଙ୍କ ଆର୍ଶୀବାଦ ଲକ୍ଷ୍ୟ ସ୍ଥଳରେ ପହଞିବାରେ ସାହାର୍ଯ୍ୟ କରିବ । କର୍ମକ୍ଷେତ୍ରରେ କାରଣ ନ ଥାଇ ମଧ୍ୟ ଦୋଷୀ ସାବ୍ୟସ୍ତ ହେବାକୁ ପଡିପାରେ । କବିଙ୍କର କୈାଣସି କବିତାରେ ପ୍ରଂଶସା ମିଳିପାରେ ।

ଆଦ୍ରା- ଚାକିରିରେ ଦୂର ଯାତ୍ରାର ସମ୍ଭାବନା ରହିଛି । ଅଜଣା ଶତୃ ଆପଣଙ୍କର କ୍ଷତି କରି ପାରନ୍ତି । ଆର୍ଥୀକ ସମସ୍ୟା କିଛି ମାତ୍ରାରେ ଲାଘବ ହେବ । ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ ।

ପୁନର୍ବସୁ- ପୂଜା ପାଠ କରିବା ଦ୍ୱାରା ମନରେ ଶାନ୍ତି ଆସିବ। ମହିଳା ମାନେ ଆମୋଦ ପ୍ରମୋଦରେ ସମୟ ଅତିବାହିତ କରିବେ । ପଢାପଢିରେ ଓ ପରିକ୍ଷାରେ ସମଫଳ ମିଳିବ ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :