• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଚାକିରିରେ ଦୂର ଯାତ୍ରାର ସମ୍ଭାବନା ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ମଙ୍ଗଳବାର । ଚନ୍ଦ୍ର – କନ୍ୟା ଅହୋରାତ୍ର ,ତିଥି – ୧୦ମୀ ଦିବା ୦୧.୦୮ ଗତେ ୧୧ଶୀ,ଘାତ ଚନ୍ଦ୍ର – ବୃଷ ଅହୋରାତ୍ର,ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Cancer

କର୍କଟ

Tuesday 30 May 2023

ପୁନର୍ବସୁ- ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । ବ୍ୟବସାୟୀ ନିଜର ଜରୁରୀ କାଗଜ ପତ୍ର ସମ୍ଭାଳି ରଖନ୍ତୁ । ହଜିଥିବା ଜିନିଷର ସନ୍ଧାନ ପାଇ ପୁରାଦିନ ଖୁସି ରହିବେ । କୈାଣସି କାର୍ଯ୍ୟରେ ସଫଳତାରେ ବିଘ୍ନ ଆସିପାରେ ।

ପୁଷ୍ୟା- ଆୟ ଅନୁଯାୟୀ ହାତ ଖୋଲା ଖର୍ଚ୍ଚ କରିବେ । ନାନା ଚିନ୍ତାରେ ମାନସିକ ଅସ୍ଥିରତା ବଢିବ । ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ । ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ ।

ଅଶ୍ଳେଷା- ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ । ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି । ଜୀବନରେ ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ । ଜୀବନରେ କିଛି ପରିବର୍ତନ କରିବାକୁ ଚେଷ୍ଟା କରିବେ ।

ପ୍ରତିକାର – ମାଆ ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :