• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଚାକିରିରେ ଦୂର ଯାତ୍ରାର ସମ୍ଭାବନା ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ମଙ୍ଗଳବାର । ଚନ୍ଦ୍ର – କନ୍ୟା ଅହୋରାତ୍ର ,ତିଥି – ୧୦ମୀ ଦିବା ୦୧.୦୮ ଗତେ ୧୧ଶୀ,ଘାତ ଚନ୍ଦ୍ର – ବୃଷ ଅହୋରାତ୍ର,ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Leo

ସିଂହ

Tuesday 30 May 2023

ମଘା- କାମରେ ଭଲ ପ୍ରଦର୍ଶନ ପାଇଁ ନୂଆ ଉଦ୍ୟମ କରିବେ । ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ । ବାଲ୍ୟ ବନ୍ଧୁଙ୍କ ସହିତ ସାକ୍ଷାତ ହେବାର ଯୋଗ ରହିଛି । ସାମାନ୍ୟ ସାମୟିକ ଶାରିରୀକ ପିଡା ଭୋଗିବାକୁ ପଡିବ ।

ପୂ- ଫାଲ୍‌ଗୁନୀ- ଗୃହିଣୀଙ୍କ ଘର କାମରେ ଘର ଲୋକ ସାହାର୍ଯ୍ୟ କରିବେ । ବିଦ୍ୟାର୍ଥୀ ମାନେ ପଢାରେ ଶିକ୍ଷକଙ୍କ ସହାୟତା ପାଇବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତି ପାଇବାର ଯୋଗ ଅଛି ।

ଉ- ଫାଲ୍‌ଗୁନୀ- ରାଜନୀତିରେ ଆର୍ଥିକ ଲାଭ ହୋଇପାରେ । ସ୍ୱାର୍ଥ ପ୍ରବୃତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ । ଜମିରେ ନିବେଶ କରନ୍ତୁ ଲାଭ ମିଳିବ । ଦୈନିକ କାର୍ଯ୍ୟ ସୂଚୀରେ ପରିବର୍ତନ କରିବେ

ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :